Masthead

ପାଟକୁରା ରେ ବିଜେଡିରେ କର୍ମୀ ସମ୍ମିଳନୀ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଆଗାମୀ ସାଧାରଣ ନିର୍ବାଚନ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହଉଛି । କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀରେ ନି ତିପ୍ରମୁଖ ଦଳ ତାହାର ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ ବିଜୟ ମହାପାତ୍ରଙ୍କ ପୁଅ ତଥା ବିଜୁ ଜନତା ଦଳର ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ଗରଦପୁର ବ୍ଲକ କଳାବୁଦା ପଞ୍ଚାୟତ ବାରୁଣୀ ବଜାର ନିକଟରେ ପଞ୍ଚାୟତ ସ୍ତରୀୟ କର୍ମୀ ସମ୍ମିଳନୀ କରିଥିଲେ । ଯେଉଁଥିରେ ପାଟକୁରାର ବିଧାୟକ ପାର୍ଥୀ ଅରବିନ୍ଦ ମହାପାତ୍ରଙ୍କ ସହ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର ସାଂସଦ ପାର୍ଥୀ ଶ୍ରୀଯୁକ୍ତ ଅଂଶୁମାନ ମହାନ୍ତି ଯୋଗଦେଇ ଥିଲେ । ଏହି ସଭାରେ ହଜାର ହଜାର ସଂଖ୍ୟାରେ କର୍ମୀ ଓ ଶୁଭେଛୁ ମାନେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା