Masthead

ପାରଳାଖେମୁଣ୍ଡି ରେ ନାମାଙ୍କନ ଦାଖଲ କଲେ ରୂପେଶ ପାଣୀଗ୍ରାହି

ପାରଳାଖେମୁଣ୍ଡି (ବଡ଼ ଖବର ବ୍ୟୁରୋ):ଚଳିତ ନିର୍ବାଚନର ଚତୁର୍ଥ ଦିନରେ ବିଜେଡିର ପ୍ରାର୍ଥୀ ଭାବେ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳିର ରୂପେଶ ପାଣୀଗ୍ରାହି ନାମାଙ୍କନ ଦାଖଲ କରିଛନ୍ତି । ତାଙ୍କ ବାସଭବନ ନିକଟରୁ ହଜାର ହଜାର ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ନାମାଙ୍କନ ପତ୍ର ଦାଖଲ ପାଇଁ ବାହାରିଥିଲେ । ପାରଳାଖେମୁଣ୍ଡି ସହର ତଥା ନିର୍ବାଚନ ମଣ୍ଡଳିର ବିଭିନ୍ନ ବ୍ଳକର କର୍ମୀ ହଜାର ହଜାର ସମର୍ଥକଙ୍କ ଗହଣରେ ଆସି ନିର୍ବାଚନ ଅଧୀକାରିଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଶୋଭାଯାତ୍ରାରେ ଜିଲ୍ଲା ବିଜେଡିର ସମସ୍ତ କାର୍ଯ୍ୟକର୍ତାଙ୍କ ସହିତ ବହୁ ଜନପ୍ରତିନିଧି ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି