Masthead

ପୋଲିଂ ବୁଥରେ EVM ଭାଙ୍ଗିଦେଲେ ବିଧାୟକ

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ): ପୋଲିଂ ବୁଥରେ ବିଧାୟକଙ୍କ ଦାଦାଗିରି । ପୋଲିଂ ବୁଥରେ EVM ଭାଙ୍ଗିଦେଲେ ବିଧାୟକ । ଆନ୍ଧ୍ରପ୍ରଦେଶ ଶାସକ ଦଳ YSR କଂଗ୍ରେସ ପାର୍ଟିର ବିଧାୟକଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆସିଛି । ପୁଲିଂ ବୁଥରେ EVM ମେସିନ୍ ଭାଙ୍ଗିଥିବା ଭିଡିଓ ଭାଇରାଲ ହେବାର ଲାଗିଛି । ଏହି ଭାଇରାଲ ଭିଡିଓ ଟିରେ ଦେଖିବାକୁ ମିଳିଛିକି ଜଗନ୍ନ ରେଡ୍ଡୀଙ୍କ ବିଧାୟକ ପୋଲିଂ କର୍ମଚାରୀଙ୍କୁ ଧମକ ଦେବା ସହ EVM ମେସିନ୍‌କୁ ଫିଙ୍ଗି ଭାଙ୍ଗି ଦେଇଛନ୍ତି । ଭିଡିଓ ଭାଇରାଲ ହେବା ପରେ ନିର୍ବାଚନ ଆୟୋଗ ଏନେଇ ପୋଲିସକୁ କଡ଼ା କାର୍ୟ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି

ସୂଚନା ମୁତାବକ, ମାଚରଲା ବିଧାନସଭା ଅଞ୍ଚଳର ବୁଥ ନଂ ୨୦୨ ଓ ୭ ରେ ଇଭିଏମ୍‌ ମେସିନ୍‌ ଭାଙ୍ଗିଯାଇଥିବା ଭିଡିଓ ଭାଇରାଲ ହୋଇଥିଲା । ବିଧାୟକ ପି.ରାମକୃଷ୍ଣ ରେଡ୍ଡୀ ଇଭିଏମ୍‌କୁ ତଳେ ପକାଇ ଭାଙ୍ଗୁଥିବା ବେଳର ଦୃଶ୍ୟ ସିସିଟିଭିରେ ରେକର୍ଡ କରାଯାଇଛି। ପୋଲିଂ ଅଧିକାରୀଙ୍କ କହିବାନୁସାରେ, ଯାଞ୍ଚରେ ବିଧାୟକଙ୍କ ନାଁକୁ ଅଭିଯୁକ୍ତ ଭାବେ ସାମିଲ କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସିଇଓ ମୁକେଶ କୁମାର ମୀନାଙ୍କୁ ଡିଜିପିଙ୍କୁ ସୂଚନା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା