Masthead

ପୋଷ୍ଟରକୁ ନେଇ ପ୍ରଶାସନିକ ଅଧିକାରୀ ଓ କଂଗ୍ରେସ କର୍ମୀ ମୁହାଁ ମୁହିଁ

ଆସିକା(ବଡ଼ ଖବର ବ୍ୟୁରୋ): ଆସିକାରେ ନିର୍ବାଚନ ପୋଷ୍ଟର ବାହାର କରିବା ନେଇ ପ୍ରଶାସନିକ ଅଧିକାରୀ ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ହୋହଲ୍ଲା । ନୂଆପଲ୍ଲୀ ଓ ଝଗଡେଇ ପାକଲପଲ୍ଲୀ ଛକ ଠାରେ ପ୍ରଶାସନିକ ଅଧିକାରୀ ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି । ଚାରିଆଡେ ଭୋଟ ଭିକ୍ଷା ପାଇଁ ନେତା ପ୍ରଚାର ପ୍ରସାର କରୁଛନ୍ତି ।

ସୂଚନା ଅନୁସାରେ ଆସିକା ସହର ଓ ଏହାର ଆଖପାଖ ଅଞ୍ଚଳର ନିର୍ବାଚନ ପୋଷ୍ଟର ପ୍ରଶାସନିକ ଅଧିକାରୀ ଓ ପୋଲିସ ପ୍ରଶାସନ ପକ୍ଷରୁ ବାହାର କରାଯାଇଥିଲା । ପୋଷ୍ଟର ବାହାର କରିବାକୁ ନେଇ ଆଜି ସ୍ଥାନୀୟ ଅଞ୍ଚଳରେ ହୋହଲ୍ଲା ଦେଖାଦେଇଥିଲା । ପ୍ରଶାସନର ନିର୍ଦ୍ଦେଶ କ୍ରମେ ପୋଷ୍ଟର ବାହାର କରାଯାଉଛି ବୋଲି ଉପସ୍ଥିତ ସରକାରୀ କର୍ମୀ କହିଥିଲେ । ଏହି ସମୟରେ ପ୍ରଶାସନିକ ଅଧିକାରୀ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା