Masthead

ପୋଷ୍ଟରକୁ ନେଇ ପ୍ରଶାସନିକ ଅଧିକାରୀ ଓ କଂଗ୍ରେସ କର୍ମୀ ମୁହାଁ ମୁହିଁ

ଆସିକା(ବଡ଼ ଖବର ବ୍ୟୁରୋ): ଆସିକାରେ ନିର୍ବାଚନ ପୋଷ୍ଟର ବାହାର କରିବା ନେଇ ପ୍ରଶାସନିକ ଅଧିକାରୀ ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ହୋହଲ୍ଲା । ନୂଆପଲ୍ଲୀ ଓ ଝଗଡେଇ ପାକଲପଲ୍ଲୀ ଛକ ଠାରେ ପ୍ରଶାସନିକ ଅଧିକାରୀ ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି । ଚାରିଆଡେ ଭୋଟ ଭିକ୍ଷା ପାଇଁ ନେତା ପ୍ରଚାର ପ୍ରସାର କରୁଛନ୍ତି ।

ସୂଚନା ଅନୁସାରେ ଆସିକା ସହର ଓ ଏହାର ଆଖପାଖ ଅଞ୍ଚଳର ନିର୍ବାଚନ ପୋଷ୍ଟର ପ୍ରଶାସନିକ ଅଧିକାରୀ ଓ ପୋଲିସ ପ୍ରଶାସନ ପକ୍ଷରୁ ବାହାର କରାଯାଇଥିଲା । ପୋଷ୍ଟର ବାହାର କରିବାକୁ ନେଇ ଆଜି ସ୍ଥାନୀୟ ଅଞ୍ଚଳରେ ହୋହଲ୍ଲା ଦେଖାଦେଇଥିଲା । ପ୍ରଶାସନର ନିର୍ଦ୍ଦେଶ କ୍ରମେ ପୋଷ୍ଟର ବାହାର କରାଯାଉଛି ବୋଲି ଉପସ୍ଥିତ ସରକାରୀ କର୍ମୀ କହିଥିଲେ । ଏହି ସମୟରେ ପ୍ରଶାସନିକ ଅଧିକାରୀ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା