Masthead

ପ୍ରକାଶ ପାଇଲା ବିଜେଡିର ଲୋକସଭା ଏବଂ ବିଧାନସଭା ପ୍ରାର୍ଥୀ ତାଲିକା

୨ୟ ପର୍ୟ୍ୟାୟରେ ୨୭ ବିଧାନସଭା ଓ ୫ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ବିଜେଡି ସୁପ୍ରିମୋ ନବୀନ ପଟନାୟକ ଭିଡିଓ ବାର୍ତ୍ତା ଜାରି କରି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି।

ଲୋକସଭା ପ୍ରାର୍ଥୀ ତାଲିକା
ବଲାଙ୍ଗିର- ସୁରେନ୍ଦ୍ର ସିଂ ଭୋଇ
ଭଦ୍ରକ- ମଞ୍ଜୁଲତା ମଣ୍ଡଳ
ବରଗଡ଼- ପରିଣୀତା ମିଶ୍ର
ବ୍ରହ୍ମପୁର- ଭୃଗୁ ବକ୍ସିପାତ୍ର
କେନ୍ଦୁଝର- ଧନୁର୍ଜୟ ସିଦୁ

ବିଧାସଭା ପ୍ରାଥିୀ ତାଲିକା
ବ୍ରଜରାଜନଗର-ଅଳକା ମହାନ୍ତି
ଝାରସୁଗୁଡ଼ା-ଦୀପାଳି ଦାସ
ତଳସରା- ବିନୟ ଟପ୍ପୋ
ସୁନ୍ଦରଗଡ଼- ଯୋଗେଶ ସିଂହ
ରାଜଗାଙ୍ଗପୁର-ଅନୀଲ ବାର୍ଲା
ବଣାଇ- ଭୀମସେନ ଚୌଧୁରୀ
ଯଶୀପୁର- ଚକ୍ରଧର ହେମ୍ବ୍ରମ୍‌
ଉଦଳା- ଶ୍ରନାଥ ସୋରେନ୍‌
ବାରିପଦା- ସାନନ୍ଦ ମାରାଣ୍ଡି
ବଡ଼ସାହି- ଅନସୂୟା ପାତ୍ର
ମୋରଡ଼ା-ପ୍ରୀତିନନ୍ଦା କାନୁନଗୋ
ସୋର- ମାଧବ ଧଡା
ଆଠ ମଲିକ- ନଳିନୀ ପ୍ରଧାନ
ବୀରମହାରାଜପୁର- ପଦ୍ମନାଭ ବେହେରା
ଖଡ଼ିଆଳ- ଅଧିରାଜ ପାଣିଗ୍ରାହୀ
ଫୁଲବାଣୀ- ଜୟଶ୍ରୀ କହଁର
ମାହାଙ୍ଗା-ଅଙ୍କିତ ପ୍ରତାପ ଜେନା
ତିର୍ତ୍ତୋଲ- ରମାକାନ୍ତ ଭୋଇ
ଜଗତସିଂହପୁର- ପ୍ରଶାନ୍ତ ମୁଦୁଲି
ଭୁବନେଶ୍ୱର ଉତ୍ତର- ସୁଶାନ୍ତ ରାଉତ
ଏକାମ୍ର- ଅଶୋକ ପଣ୍ଡା
ଖଲ୍ଲିକୋଟ- ସୂର୍ୟ୍ୟମଣି ବୈଦ୍ୟ
ଆସିକା- ମଞ୍ଜୁଳା ସ୍ୱାଇଁ
ବ୍ରହ୍ମପୁର- ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ
ପାରଳାଖେମୁଣ୍ଡି- ରୂପେଶ ପାଣିଗ୍ରାହୀ
ମୋହନା-ଅନ୍ତର୍ୟ୍ୟାମୀ ଗମାଙ୍ଗୋ
ପଟାଙ୍ଗୀ- ପ୍ରଫୁଲ୍ଲ ପାଙ୍ଗୀ

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା