Masthead

ପ୍ରଚାର ମୈଦାନରେ ବଦ୍ରି ନାରାୟଣ ପାତ୍ର

କେନ୍ଦୁଝର (ବଡ଼ ଖବର ବ୍ୟୁରୋ):ନିର୍ବାଚନ ଜେତିକି ପାଖେଇ ଆସୁଛି ରାଜନେତା ମାନଙ୍କ ପ୍ରଚାର ପ୍ରସାର ସେତିକି ଜୋରଦାର ହେବାରେ ଲାଗିଛି । କେନ୍ଦୁଝର ଜିଲ୍ଲା ରାଜନୀତି ରେ ବେସ୍ ଚର୍ଚ୍ଚିତ ରାଜନେତା ତଥା ବିଜେଡି ଦଳର ଭେଟେରାନ ଲିଡର ବଦ୍ରି ନାରାୟଣ ପାତ୍ର ନିଜ ନିର୍ବାଚନ ମଣ୍ଡଳୀ ଘଷିପୁରା ଠାରେ ପ୍ରଚାର ମୈଦାନ କୁ ଓହ୍ଲାଇଛନ୍ତି । ଆଜି ଘଷିପୁରା ବ୍ଲକ୍ ପୁରୁଣାବାନ୍ଦୋଗଡା ପଞ୍ଚାୟତରେ ପ୍ରଚାର ସମୟରେ କର୍ମୀ ମାନଙ୍କ ମଧ୍ୟରେ ବେସ ଉତ୍ସାହ ଦେଖିବାକୁ ମିଳିଛି ।

ଘସିପୁରା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଓ ବିଜେପି ଦଳର ପ୍ରାର୍ଥୀ ଘୋଷଣା ହୋଇନଥିବାବେଳେ ପାଞ୍ଚଥର ର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର କର୍ମୀମାନଙ୍କ ସହ ଗାଁ ଗାଁ ବୁଲି ପ୍ରଚାରପ୍ରସାର କରୁଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ