Masthead

ପ୍ରଚାର ମୈଦାନରେ ବଦ୍ରି ନାରାୟଣ ପାତ୍ର

କେନ୍ଦୁଝର (ବଡ଼ ଖବର ବ୍ୟୁରୋ):ନିର୍ବାଚନ ଜେତିକି ପାଖେଇ ଆସୁଛି ରାଜନେତା ମାନଙ୍କ ପ୍ରଚାର ପ୍ରସାର ସେତିକି ଜୋରଦାର ହେବାରେ ଲାଗିଛି । କେନ୍ଦୁଝର ଜିଲ୍ଲା ରାଜନୀତି ରେ ବେସ୍ ଚର୍ଚ୍ଚିତ ରାଜନେତା ତଥା ବିଜେଡି ଦଳର ଭେଟେରାନ ଲିଡର ବଦ୍ରି ନାରାୟଣ ପାତ୍ର ନିଜ ନିର୍ବାଚନ ମଣ୍ଡଳୀ ଘଷିପୁରା ଠାରେ ପ୍ରଚାର ମୈଦାନ କୁ ଓହ୍ଲାଇଛନ୍ତି । ଆଜି ଘଷିପୁରା ବ୍ଲକ୍ ପୁରୁଣାବାନ୍ଦୋଗଡା ପଞ୍ଚାୟତରେ ପ୍ରଚାର ସମୟରେ କର୍ମୀ ମାନଙ୍କ ମଧ୍ୟରେ ବେସ ଉତ୍ସାହ ଦେଖିବାକୁ ମିଳିଛି ।

ଘସିପୁରା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଓ ବିଜେପି ଦଳର ପ୍ରାର୍ଥୀ ଘୋଷଣା ହୋଇନଥିବାବେଳେ ପାଞ୍ଚଥର ର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର କର୍ମୀମାନଙ୍କ ସହ ଗାଁ ଗାଁ ବୁଲି ପ୍ରଚାରପ୍ରସାର କରୁଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା