Masthead

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନରେନ୍ଦ୍ର ମୋଦି । ରାଷ୍ଟ୍ରପତିଙ୍କୁ ଦେଲେ ଇସ୍ତଫା ପତ୍ର । ମୋଦିଙ୍କ ଇସ୍ତଫା ପତ୍ରଗ୍ରହଣ କଲେ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଇସ୍ତଫା ପତ୍ର ଦେଇଛନ୍ତି ନରେନ୍ଦ୍ର ମୋଦି । ନିର୍ବାଚନ ୨୦୨୪ର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇଛି । ନିର୍ବାଚନରେ ଭାରତୀୟ ଜନତା ପାର୍ଟି ୨୪୦ ଟି ଆସନ ରେ ବିଜୟୀ ହୋଇ ସଂଖ୍ୟାଗରିଷ୍ଠତା ଠାରୁ ଦୂରରେ ଥିଲେ ବି ଏନଡିଏ ୨୯୨ ଟି ଆସନ ସହ ସରକାର ଗଠନ କରିବାକୁ ଦାବିଦାର ହୋଇଛି । ଜନାଦେଶ ଆସିବା ପରେ ମୋଦୀ ଜୁନ୍ ୮ ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ