Masthead

ପ୍ରାର୍ଥିପତ୍ର ଦାଖଲ କଲେ ରାଜଶ୍ରୀ ମଲ୍ଲିକ

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲ ବିଜେଡି ବିଧାୟକ ପ୍ରାର୍ଥୀ ରମାକାନ୍ତ ଭୋଇ ଏବଂ ସାଂସଦ ପ୍ରାର୍ଥୀ ରାଜଶ୍ରୀ ମଲ୍ଲିକ ନିଜର ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ଏହା ପୂର୍ବରୁ ଝଙ୍କଡ଼ ବାସିନୀ ମା ଶାରଳାଙ୍କ ଆଶ୍ରିବାଦ ଭିକ୍ଷା କରିଥିଲେ । ହଜ଼ାର ହଜ଼ାର ସମର୍ଥଙ୍କ ସହ ମା ଶାରଳାଙ୍କୁ ଦର୍ଶନ କରିବା ସହ ଏକ ବିଶାଳ ରାଲି କରିଥିଲେ । ଏହି ରାଲିଟି କନକ ପୁରରୁ ବାହାରି ଶାରଳା ରୋଡ଼ ପରେ ଜୟପୁରରେ ପହଞ୍ଚିଥିଲା । ଏହାପରେ ସହ ସହ ସମର୍ଥଙ୍କ ସହ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ