ପ୍ରାର୍ଥିପତ୍ର ଦାଖଲ କଲେ ରାଜଶ୍ରୀ ମଲ୍ଲିକ

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲ ବିଜେଡି ବିଧାୟକ ପ୍ରାର୍ଥୀ ରମାକାନ୍ତ ଭୋଇ ଏବଂ ସାଂସଦ ପ୍ରାର୍ଥୀ ରାଜଶ୍ରୀ ମଲ୍ଲିକ ନିଜର ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ଏହା ପୂର୍ବରୁ ଝଙ୍କଡ଼ ବାସିନୀ ମା ଶାରଳାଙ୍କ ଆଶ୍ରିବାଦ ଭିକ୍ଷା କରିଥିଲେ । ହଜ଼ାର ହଜ଼ାର ସମର୍ଥଙ୍କ ସହ ମା ଶାରଳାଙ୍କୁ ଦର୍ଶନ କରିବା ସହ ଏକ ବିଶାଳ ରାଲି କରିଥିଲେ । ଏହି ରାଲିଟି କନକ ପୁରରୁ ବାହାରି ଶାରଳା ରୋଡ଼ ପରେ ଜୟପୁରରେ ପହଞ୍ଚିଥିଲା । ଏହାପରେ ସହ ସହ ସମର୍ଥଙ୍କ ସହ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ