Masthead

ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ । ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ । ସଦର ଥାନା ଚାଟରା ସ୍ଥିତ ଘର ସମେତ ୫ଟି ସ୍ଥାନରେ ରେଡ୍ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ । ଏହି ଚଢାଉରେ ବିଭିନ୍ନ କାଗଜପତ୍ର ଜବତ ହୋଇଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଚଢାଉ ହୋଇଛି । ଶନିବାର ସକାଳୁ ସକାଳୁ ଭିଜିଲାନ୍ସର ଏକାଧିକ ଟିମ୍ ପକ୍ଷରୁ ୫ଟି ସ୍ଥାନରେ ଚାଲିଛି ଚଢାଉ । ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସଭବନ ଓ ସରକାରୀ କାର୍ୟ୍ୟାଳୟ ରହିଛି । ତେବେ ଏହି ଚଢାଉରେ ଭିଜିଲାନ୍ସକୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟରେ କଲବଲ କରୁଛି ଶୀତ 🔴 ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 କାର୍‌କୁ ଘୋଷାଡ଼ି ନେଇଗଲା ହାଇୱା 🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ରାଜ୍ୟରେ କଲବଲ କରୁଛି ଶୀତ 🔴 ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 କାର୍‌କୁ ଘୋଷାଡ଼ି ନେଇଗଲା ହାଇୱା 🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ