Masthead

ଫେଲ ମାରିଲା ମାଓବାଦୀଙ୍କ ଆକ୍ରମଣ ଯୋଜନା।

ମାଲକାନଗିରି:
ପୁଣି ଫେଲ ମାରିଲା ମାଓବାଦୀଙ୍କ ଆକ୍ରମଣ ଯୋଜନା । ମାଲକାନଗିରି ତେଲେଙ୍ଗାନା ସୀମାନ୍ତ ଭଦ୍ରାଦ୍ରୀ ଜିଲ୍ଲା ଚେରଲା ଥାନା ଅନ୍ତର୍ଗତ କାଲିବେରୁ ରାସ୍ତାରେ ମାଓବାଦୀ ମାନେ ଜବାନଙ୍କୁ ଟାର୍ଗେଟ କରି ତିନୋଟି ଲେଣ୍ଡମାଇନ ଲଗାଇ ଥିବା ବେଳେ ଏହାକୁ ଠାବ କରିଛନ୍ତି ସିଆରପିଏଫ ଜବାନ । ରାସ୍ତାରେ ପେଟ୍ରୋଲିଂ ଚାଲିଥିବା ବେଳେ ଲେଣ୍ଡମାଇନ ଡିଟେକ୍ଟର ଦ୍ବାରା ସର୍ଚ୍ଚ କରି ଏହାକୁ ଠାବ କରାଯାଇଛି । ପରେ ବିସ୍ଫୋରଣ କରି ତିନୋଟି ଲେଣ୍ଡମାଇନ କୁ ନଷ୍ଟ କରିଦେଇଛନ୍ତି ସିଆରପିଏଫର ଜବାନ । ଚିତ୍ର ହିଁ ବୟାନ କରୁଛି ଯେ ଏକ ବଡ ଧରଣର ହିଂସା କାଣ୍ଡରୁ ବର୍ତ୍ତି ଯାଇଛନ୍ତି ଜବାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ