Masthead

ବଡମ୍ବା ନରସିଂହପୁର କୁ ୫୫ ଲକ୍ଷ ପ୍ରଦାନ କଲେ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବଡମ୍ବା ରେ କଥା ଦେଇ କଥା ରଖିଲେ କେନ୍ଦ୍ର ରେଳ ଓ ଯୋଗାଯୋଗ ଆଇଟି ମନ୍ତ୍ରୀ ଆଶ୍ୱିନୀ ବୈଷ୍ଣବ । ବଡମ୍ବା ଭଟ୍ଟାରିକା ପୀଠକୁ ୩୦ ଲକ୍ଷ ଓ ଚମ୍ପେଶ୍ୱର ଚମ୍ପାନାଥ ପୀଠ କୁ ୨୫ ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରାଯାଇଛି। ଏନେଇ ବଡମ୍ବା ବିଜେପି ନେତା ତଥା ରାଜ୍ୟ କାର୍ୟ୍ୟ କାରିଣୀ ସଦସ୍ୟ ବିଜୟ ଦଳ ବେହେରା ପ୍ରେସ ମିଟ କରି କେନ୍ଦ୍ର ମନ୍ତ୍ରୀ ଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ମୋଦି ସରକାରଙ୍କର ଗ୍ୟାରେଣ୍ଟି ନେଇ ସୂଚନା ଦେଇଛନ୍ତି ବିଜେପି ନେତା ବିଜୟ ଦଳ ବେହେରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ