Masthead

ବନ୍ଧୁକ ଧରି କ୍ରାଇମ ସିନ୍ ରିକି୍ରଏସନ୍ କଲା ଗୋପାଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟା ମାମଲା । ଡେମୋ ଦେଖାଇଲା ଗୋପାଳ । ବନ୍ଧୁକ ଧରି କ୍ରାଇମ ସିନ୍ ରିକି୍ରଏସନ୍ କଲା ଗୋପାଳ । କେମିତି ଓ କିଭଳି ଅତି ପାଖରୁ ନବ ଦାସଙ୍କୁ ଗୁଳି କରିଥିଲା ଦେଖାଇଛି । ଗୋପାଳକୁ ଧରି କ୍ରାଇମ ସ୍ପଟରେ ପହଞ୍ଚିଥିଲା ପୋଲିସ ଓ କ୍ରାଇମବ୍ରା । କ୍ରାଇମ ସ୍ପଟରେ କଣ ଘଟିଥିଲା । ପୂରା ହତ୍ୟାକାଣ୍ଡର ଡେମୋ ଦେଖାଇଲା । କଡ଼ା ସୁରକ୍ଷା ଭୀତରେ ଘଟଣା ସ୍ଥଳରେ ପହଞ୍ଚିଥିଲା ଗୋପାଳ । ଗୁଜରାଟରୁ ଗାନ୍ଧୀନଗରରୁ ଆସିଥିବା ଫରେନସିକ ଟିମ୍ ଘଟଣାସ୍ଥଳରେ ଉପସ୍ଥିତ ରହିଥିଲା । ଜାନୁଆରୀ ୨୯ରେ ବ୍ରଜରାଜନଗର ଗାନ୍ଧି ଛକରେ ମନ୍ତ୍ରୀଙ୍କୁ ଗୁଳି କରିଥିଲା ଗୋପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି