Masthead

ବଲିଉଡ ଛାଡିବେ କଙ୍ଗନା ରଣାଓ୍ୱତ !

ହିମାଚଳ ପ୍ରଦେଶ(ବଡ଼ ଖବର ବ୍ୟୁରୋ): ବଲିଉଡ ଛାଡିବେ କଙ୍ଗନା ରଣାଓ୍ୱତ । ନିର୍ବାଚନ ଜିତିଲେ ବଲିଉଡ ଛାଡି ଦେବେ ଅଭିନେତ୍ରୀ କଙ୍ଗନା ରଣାଓ୍ୱତ । ପୂରାପୁରି ରାଜନୀତିରେ ସକ୍ରିୟ ରହି ଲୋକଙ୍କ ପାଇଁ କାମ କରିବେ । ଏକ ସାକ୍ଷାତକାର୍‌ରେ ଏଭଳି କିଛି ବୟାନ ରକ୍ଷିଛନ୍ତି କଙ୍ଗନା ରଣାଓ୍ୱତ । ସେ କହିଛନ୍ତି ଯଦି ସେ ନିର୍ବାଚନ ଜିତନ୍ତି ତେବେ ଧୀରେ ଧୀରେ ବଲିଉଡକୁ ବାଏ ବାଏ କହିବେ । କାରଣ ସେ କେବଳ ଗୋଟଏ କାର୍ଯ୍ୟ କରିବାକୁ ଚାହୁଁଛନ୍ତି । ଲୋକେ ଯଦି ମୋ ସହ ଯୋଡି ହେବାକୁ ଚାହାନ୍ତି ତେବେ ମୁଁ କେବଳ ରାଜନୀତି ହିଁ କରିବି । ଯଦି ମୁଁ ମଣ୍ଡିରୁ ଜିତେ, ତେବେ ମୁଁ କେବଳ ରାଜନୀତି କରିବି । ଅନେକ ଚଳଚ୍ଚିତ୍ର ନିର୍ମାତା ମୋତେ ରାଜନୀତି କରିବାକୁ ମନା କରୁଛନ୍ତି । କିନ୍ତୁ ମୁଁ ଲକୋଙ୍କ ଆଶା ପୂରଣ କରିବି।

ସୂଚନା ଅନୁସାରେ ବଲିଉଡରେ ଧମାଲ କରିବା ପରେ ରାଜନୀତିରେ ଏଣ୍ଟ୍ରି କରିଛନ୍ତି କୁଇନ୍‌ କଙ୍ଗନା ରଣାଓ୍ୱତ । ଏଥର ଲୋକସଭା ନିର୍ବାଚନରେ ବିଜେପି ତାଙ୍କୁ ପ୍ରାର୍ଥୀ କରିଛି । ହିମାଚଳ ପ୍ରଦେଶର ମଣ୍ଡି ଆସନରୁ ଦଳ ତାଙ୍କୁ ଟିକେଟ୍‌ ଦେଇଛି । ଏଥିପାଇଁ ସେ ଜୋର୍‌ସୋର୍‌ରେ ପ୍ରଚାର ପ୍ରଚାରରେ ମଧ୍ୟ ଲାଗି ପଡିଛନ୍ତି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ