Masthead

ବାଘ ଆକ୍ରମଣରେ ୫ଜଣ ଗୁରୁତର

ବାଲେଶ୍ଵର (ବଡ଼ ଖବର ବ୍ୟୁରୋ): ବାଲେଶ୍ଵର ଜିଲ୍ଲା ଖଇରା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ । ଦୀର୍ଘ ୮ ଘଣ୍ଟା ପରିଶ୍ରମ ପରେ ଧରାପଡ଼ିଲା ବାଘ । ୫ ଜଣ ଗ୍ରାମବାସୀଙ୍କ ସମେତ ଜଣେ ଫରେଷ୍ଟର ଗୁରୁତର ଅବସ୍ଥାରେ ଆହାତ ହୋଇ ମେଡ଼ିକାଲରେ ଭର୍ତ୍ତି । ଖଇରା ଦମକଳ ନିକଟସ୍ଥ ଗଡ଼ ଗ୍ରାମରେ କଲରା ପାତିଆ ବାଘର ଆକ୍ରମଣରେ ଜଣେ ମହିଳାଙ୍କ ସମେତ ୫ ଜଣ ପୁରୁଷ ଗୁରୁତର ଆହାତ ହୋଇଛନ୍ତି । ଗୁରୁତର ଆହାତ ମହିଳା ଜଣକ ହେଲେ ଗ୍ରାମର ଗଣନାଥ ନାୟକଙ୍କ ପତ୍ନୀ ସତ୍ୟଭାମା ନାୟକ (୫୦) ହୋଇ ଥିବାବେଳେ ତାଙ୍କୁ ଖଇରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରା ଯାଇଛି  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ