Masthead

ବାଲେଶ୍ୱର ମେଡିକାଲରୁ ଶିଶୁ ଚୋରି

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରୁ ଶିଶୁପୁତ୍ର ଚୋରି ହୋଇଥିବା ଅଭିଯୋଗ ହୋଇଛି । ଏନେଇ ଶିଶୁପୁତ୍ର ପରିବାରଲୋକେ ମେଡିକାଲ ଫାଣ୍ଡିରେ ଅଭିଯୋଗ କରିଛନ୍ତି । ସୂଚନା ଅନୁସାରେ ବାଲିଆପାଳ କୁଲାହା ଚଡ ଗାଁର ଅନିତା ଦଣ୍ଡପାଟ ଗତ କାଲି ବାଲେଶ୍ୱର ହସ୍ପିଟାଲରେ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ । ଆଜି ଶିଶୁପୁତ୍ର ପୋଲିଓ ବୁନ୍ଦା ଦେବା କହି ଜଣେ ମହିଳା ଅନିତାଙ୍କ ଠାରୁ ଶିଶୁଟିକୁ ନେଇଯାଇଥିବା ଅଭିଯୋଗ ହୋଇଛି । ଅଭିଯୋଗକୁ ଆଧାର କରି ହସ୍ପିଟାଲର ସମସ୍ତ ସିସିଟିଭି କ୍ୟାମେରା ଫୁଟେଜ୍କୁ ନେଇ ତଦନ୍ତ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ