Masthead

ବିଜେଡିକୁ ସମର୍ଥନ କଲେ ଡ୍ରଇଭର ସଙ୍ଘ

ବସ୍ତା(ବଡ଼ ଖବର ବ୍ୟୁରୋ): ବିଜେଡିକୁ ସମର୍ଥନ କରିବା ପାଇଁ ଆଗକୁ ଆସିଲେ ଅଲ ଓଡିଶା ଡ୍ରାଇଭର ମହାସଙ୍ଘ । ପୁଣିଥରେ ବିଜେଡି ଶାସନକୁ ଆସିଲେ ତାଙ୍କର ଥିବା ସମସ୍ତ ଦାବି ପୁରଣ ହୋଇ ପାରିବ ବୋଲି ଆଶା ରଖିଛନ୍ତି । ଏନେଇ ବସ୍ତା ବ୍ଲକ ମଥାନୀ ସ୍ଥିତ ପ୍ରୀନ୍ସ କଲ୍ୟାଣ ମଣ୍ଡପରେ ଜିଲ୍ଲା ସ୍ତରୀୟ ଡ୍ରାଇଭର ମହାସଙ୍ଘର କନଭେନସନ ଆୟୋଜିତ ହୋଇଥଲା । ଏହି କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ ଜିଲ୍ଲାର ସଦସ୍ୟ ଯୋଗ ଦେଇଥିଲେ । ଡ୍ରାଇଭର ମାନେ ନିଜ ଜୀବନକୁ ବାଜି ଲଗାଇ ଦିନରାତି ଲୋକଙ୍କ ସେବା କରୁଛନ୍ତି । ମାତ୍ର ସେମାନଙ୍କ ପାଇଁ କୌଣସି ସରକାରୀ ସହାୟତା ନାହିଁ । ଏଥର ବିଜେଡି ଶାସନକୁ ଆସିଲେ ତାଙ୍କ ସମସ୍ତ ଦାବି ପୁରଣ ହୋଇ ପାଇବ ବୋଲି ଆଶା ରଖିଛନ୍ତି । ଚଳିତ ନିର୍ବାଚନରେ ବିଜୁ ଜନତା ଦଳକୁ ସମର୍ଥନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବା ପାଇଁ ଉପସ୍ଥିତ ଡ୍ରାଇଡଭର ମାନଙ୍କୁ ଆହ୍ୱାନ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି