Masthead

ବିଜେଡି ପ୍ରଚାର କଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ : କେ ନାରାୟଣ

ପାରଳାଖେମୁଣ୍ଡି(ବଡ଼ ଖବର ବ୍ୟୁରୋ): ପାରଳାଖେମୁଣ୍ଡି ବିଜେପି ବିଧାୟକ ପ୍ରାର୍ଥୀ କେ ନାରାୟଣ ରାଓଙ୍କ ସାମ୍ବାଦୀକ ସମ୍ମିଳନୀ । ଯେଉଁଥିରେ ସେ ଅଭିଯୋଗ କରିଛନ୍ତି କି ବିଜେଡି ଦଳରେ ସରକାରୀ କର୍ମଚାରୀ ନିର୍ବାଚନ ପ୍ରଚାରରେ ସାମିଲ ଥିବା ଅଭିଯୋଗ ପରେ ବି ଜିଲ୍ଲାପାଳ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାଁନ୍ତି  । କିନ୍ତୁ ଅନ୍ୟ ଦଳରେ ନିର୍ବାଚନୀ ପ୍ରଚାରରେ ସାମିଲ ଥିବା ସରକାରୀ କର୍ମଚାରୀଙ୍କୁ ଚାକିରୁ ବହିଷ୍କୃତ କରୁଛନ୍ତି । ଏକ ପାଖିଆ ଭାବେ ଜିଲ୍ଲାପାଳ ନିଷ୍ପତି ନେଉଥିବା ଅଭିଯୋଗ ଆଣିଛନ୍ତି ଶ୍ରୀରାଓ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା