ବିଜେଡି ପ୍ରଚାର କଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ : କେ ନାରାୟଣ

ପାରଳାଖେମୁଣ୍ଡି(ବଡ଼ ଖବର ବ୍ୟୁରୋ): ପାରଳାଖେମୁଣ୍ଡି ବିଜେପି ବିଧାୟକ ପ୍ରାର୍ଥୀ କେ ନାରାୟଣ ରାଓଙ୍କ ସାମ୍ବାଦୀକ ସମ୍ମିଳନୀ । ଯେଉଁଥିରେ ସେ ଅଭିଯୋଗ କରିଛନ୍ତି କି ବିଜେଡି ଦଳରେ ସରକାରୀ କର୍ମଚାରୀ ନିର୍ବାଚନ ପ୍ରଚାରରେ ସାମିଲ ଥିବା ଅଭିଯୋଗ ପରେ ବି ଜିଲ୍ଲାପାଳ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାଁନ୍ତି  । କିନ୍ତୁ ଅନ୍ୟ ଦଳରେ ନିର୍ବାଚନୀ ପ୍ରଚାରରେ ସାମିଲ ଥିବା ସରକାରୀ କର୍ମଚାରୀଙ୍କୁ ଚାକିରୁ ବହିଷ୍କୃତ କରୁଛନ୍ତି । ଏକ ପାଖିଆ ଭାବେ ଜିଲ୍ଲାପାଳ ନିଷ୍ପତି ନେଉଥିବା ଅଭିଯୋଗ ଆଣିଛନ୍ତି ଶ୍ରୀରାଓ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’