Masthead

ବିଜେପି ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଓ ପ୍ରଦୀପ ପୁରୋହିତ ଆଗୁଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ ଗଣତି ଆରମ୍ଭ ହୋଇଥିବା ବେଳେ ପୁରୀ ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଆଗୁଆ ରହିଛନ୍ତି । ଏହି ଆସନ ନିମନ୍ତେ ବିଜେଡି ତରଫରୁ ସୁନୀଲ ମହାନ୍ତି ଓ କଂଗ୍ରେସ ତରଫରୁ ଉମା ବଲ୍ଲଭ ରଥ ମଇଦାନରେ ଅଛନ୍ତି । ଭୁବନେଶ୍ୱର ମଧ୍ୟ ଆସନରେ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଆଗୁଆ ଅଛନ୍ତି । ଭୁବନେଶ୍ୱର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଆଗୁଆ ଅଛନ୍ତି । ତାଙ୍କର ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସହ କଡ଼ା ଟକ୍କର ହେଉଛି । ସେହିପରି ବରଗଡ଼ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଥିବା ବେଳେ ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡିର ଦୀପାଳି ଦାସ ଆଗୁଆ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଗିରଫ 🔴 ଟୁରିଷ୍ଟ ବସ୍ ଦୁର୍ଘଟଣା, ୫ ମୃତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଝଡ଼ବର୍ଷା ଆଶଙ୍କା 🔴 ପୁଣି ମୁଣ୍ଡ ନୁଆଁଇଲେ ଟ୍ରମ୍ପ୍ 🔴 କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସମ୍ଭାବନା 🔴 ଭିଜିଲାନ୍ସ ଜାଲରେ SDO 🔴 ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା 🔴 ଆଜି ଅଶୋକାଷ୍ଟମୀ, ଏକାମ୍ରକ୍ଷେତ୍ରରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ 🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! 🔴 ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଗିରଫ 🔴 ଟୁରିଷ୍ଟ ବସ୍ ଦୁର୍ଘଟଣା, ୫ ମୃତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଝଡ଼ବର୍ଷା ଆଶଙ୍କା 🔴 ପୁଣି ମୁଣ୍ଡ ନୁଆଁଇଲେ ଟ୍ରମ୍ପ୍ 🔴 କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସମ୍ଭାବନା 🔴 ଭିଜିଲାନ୍ସ ଜାଲରେ SDO 🔴 ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା 🔴 ଆଜି ଅଶୋକାଷ୍ଟମୀ, ଏକାମ୍ରକ୍ଷେତ୍ରରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ 🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ !