ବିଜେପି ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଓ ପ୍ରଦୀପ ପୁରୋହିତ ଆଗୁଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ ଗଣତି ଆରମ୍ଭ ହୋଇଥିବା ବେଳେ ପୁରୀ ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଆଗୁଆ ରହିଛନ୍ତି । ଏହି ଆସନ ନିମନ୍ତେ ବିଜେଡି ତରଫରୁ ସୁନୀଲ ମହାନ୍ତି ଓ କଂଗ୍ରେସ ତରଫରୁ ଉମା ବଲ୍ଲଭ ରଥ ମଇଦାନରେ ଅଛନ୍ତି । ଭୁବନେଶ୍ୱର ମଧ୍ୟ ଆସନରେ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଆଗୁଆ ଅଛନ୍ତି । ଭୁବନେଶ୍ୱର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଆଗୁଆ ଅଛନ୍ତି । ତାଙ୍କର ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସହ କଡ଼ା ଟକ୍କର ହେଉଛି । ସେହିପରି ବରଗଡ଼ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଥିବା ବେଳେ ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡିର ଦୀପାଳି ଦାସ ଆଗୁଆ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର