Masthead

ବିଜେପୁରରେ ବିଜେପି ବିଧାୟକ ପ୍ରାର୍ଥୀ ସନତ ଗଡତିୟାଙ୍କ ନାମାଙ୍କନ ପତ୍ର ଦାଖଲ ।

ବିଜେପୁର(ବଡ଼ ଖବର ବ୍ୟୁରୋ): ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ସନତ ଗଡ଼ତିୟା ଆଜି ନିଜର ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ସ୍ଥାନୀୟ ଗୋଶାଳାରୁ ଏକ ବିରାଟ ପଟୁଆରରେ ଆଜି ସେ ସହର ପରିକ୍ରମା କରିବା ସହ ବରଗଡ଼ ଡି ଆର୍ ଡି ଏ କାର୍ୟ୍ୟାଳୟକୁ ପହଞ୍ଚିଥିଲେ । ଏଥିରେ ବିଜେପୁର ନିର୍ବାଚନ ମଣ୍ଡଳୀର ଶହ ଶହ ବିଜେପି ନେତା ଓ କର୍ମୀ ସାମିଲ ହୋଇଥିବା ବେଳେ ଦୂଲ୍ ଦୁଲି ବାଜାର ତାଳେ ତାଳେ ନାଚି ନିଜ ପ୍ରାର୍ଥୀଙ୍କୁ ଉତ୍ସାହିତ କରିଥିଲେ । ପରେ ପ୍ରକଳ୍ପ ନିର୍ଦ୍ଦେଶକ ସୁଶାନ୍ତ ସିଂ ଙ୍କ ପାଖରେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ତାଙ୍କ ସହ ବିଜେପି ସାଂସଦ ପ୍ରାର୍ଥୀ ପ୍ରଦିପ ପୁରୋହିତ ମଧ୍ୟ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା