Masthead

ବିଧାନ ସଭାରେ ବିଦ୍ୟୁତ ତାତି

ଭୁବନେଶ୍ୱର: କେନ୍ଦ୍ରୀୟ ବିଦ୍ୟୁତ ଉତ୍ପାଦନ ସଂସ୍ଥା ଯଥା ଏନଟିପିସି ଓ ଏନଏଚପିସି ବିଗତ ୪ବର୍ଷରେ ହାରାହାରି ୟୁନିଟ୍ ପିଛା ଦର ଯଥାକ୍ରମେ ୬୮ ପଇସା ଓ ୬୦ପଇସା ବୃଦ୍ଧି କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ଆୟୋଗଙ୍କ ଦ୍ବାରା ନିର୍ଧାରିତ ବିଭିନ୍ନ ଶ୍ରେଣୀର ଉପଭୋକ୍ତାଙ୍କ ନିମନ୍ତେ ବର୍ଧିତ ବିଦ୍ୟୁତ ଦର ପଡୋଶୀ ରାଜ୍ୟ ଯଥା ପଶ୍ଚିମବଙ୍ଗ, ଝାଡଖଣ୍ଡ ଓ ଆନ୍ଧ୍ରପ୍ରଦେଶ ରାଜ୍ୟଠାରୁ କମ୍ ରହିଛି କିନ୍ତୁ ରାଜ୍ୟରେ ଗତ ୭ବର୍ଷ ମଧ୍ୟରେ ବିଦ୍ୟୁତ ଦରରେ କୌଣସି ବୃଦ୍ଧି କରାଯାଇ ନଥିବା ବେଳେ ଚଳିତବର୍ଷ ହାରାହାରି ୟୁନିଟ୍ ପିଛା ମାତ୍ର ୪ ପ୍ରତିଶତ ବଢିଛି। ଏହି ବିଦ୍ୟୁତ ଶୁକ୍ଳ ବୃଦ୍ଧି ପ୍ରକ୍ରିୟାରୁ ବିପିଏଲ୍ ବର୍ଗ ଓ କୃଷି କ୍ଷେତ୍ରକୁ ବାଦ୍ ଦିଆଯାଇଛି। ବିଜୁଳି ଦର ବୃଦ୍ଧି ସପକ୍ଷରେ ଆଜି ଏମିତି ଯୁକ୍ତି ରଖିଛନ୍ତି ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର। ମନ୍ତ୍ରୀଙ୍କର ଉତ୍ତର ବିରୋଧୀଙ୍କୁ ସନ୍ତୁଷ୍ଟ କରିପାରି ନଥିବା ବେଳେ ବିଜେପି ବିଧାୟକମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହିତ କକ୍ଷତ୍ୟାଗ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା