Masthead

ବିଧାୟକ ପ୍ରାର୍ଥୀ ସନା ମହାକୁଡ଼ଙ୍କୁ ଜୋତାମାଳ ପିନ୍ଧାଇଲେ ଜନତା

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲାର ହେଭିୱେଟ ନେତା ସନାତନ ମହାକୁଡ଼ଙ୍କୁ ଜୋତାମାଳ ପିନ୍ଧାଇଲେ ସାଧାରଣ ଜନତା । ଚଳିତ ଥର ନିର୍ବାଚନରେ ଚମ୍ପୁଆରୁ ବିଜୁ ଜନତା ଦଳର ବିଧାୟକ ଭାବେ ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଛନ୍ତି । ସେ ଏବେ ନିର୍ବାଚନ ପ୍ରଚାର ପାଇଁ ଗାଁକୁ ଗାଁବୁଲି ସଂଗଠନ କରିବାରେ ଲାଗିପଡିଛନ୍ତି ।

ଚମ୍ପୁଆ ନିର୍ବାଚନ ମଣ୍ଡଳୀର ମିରିଗୀସିଂଘା ଗ୍ରାମରେ ପ୍ରଚାର ନିମନ୍ତେ ଆସିଥିବାବେଳେ ସାଧାରଣ ଲୋକେ ତାଙ୍କୁ ଜୋତାମାଳ ପିନ୍ଧାଇଛନ୍ତି । ଜାହାର ଭିଡିଓ ବର୍ତମାନ ଭାଇରାଲ ହେବାରେ ଲାଗିଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ