Masthead

ବିଧାୟକ ପ୍ରାର୍ଥୀ ସନା ମହାକୁଡ଼ଙ୍କୁ ଜୋତାମାଳ ପିନ୍ଧାଇଲେ ଜନତା

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲାର ହେଭିୱେଟ ନେତା ସନାତନ ମହାକୁଡ଼ଙ୍କୁ ଜୋତାମାଳ ପିନ୍ଧାଇଲେ ସାଧାରଣ ଜନତା । ଚଳିତ ଥର ନିର୍ବାଚନରେ ଚମ୍ପୁଆରୁ ବିଜୁ ଜନତା ଦଳର ବିଧାୟକ ଭାବେ ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଛନ୍ତି । ସେ ଏବେ ନିର୍ବାଚନ ପ୍ରଚାର ପାଇଁ ଗାଁକୁ ଗାଁବୁଲି ସଂଗଠନ କରିବାରେ ଲାଗିପଡିଛନ୍ତି ।

ଚମ୍ପୁଆ ନିର୍ବାଚନ ମଣ୍ଡଳୀର ମିରିଗୀସିଂଘା ଗ୍ରାମରେ ପ୍ରଚାର ନିମନ୍ତେ ଆସିଥିବାବେଳେ ସାଧାରଣ ଲୋକେ ତାଙ୍କୁ ଜୋତାମାଳ ପିନ୍ଧାଇଛନ୍ତି । ଜାହାର ଭିଡିଓ ବର୍ତମାନ ଭାଇରାଲ ହେବାରେ ଲାଗିଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ