Masthead

ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ,୬ ମାଓବାଦୀ ଗିରଫ

ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ପୋଲିସ କୁ ମିଳିଲା ବଡ ସଫଳତା । CRPF ଏବଂ କୋବ୍ରା ଜବାନଙ୍କ କୁମିଂ ଅପରେସନ ବେଳେ ଧରା ପଡିଲେ ଛଅ ଜଣ ହାଡକୋର ମାଓବାଦୀ । ଗିରଫ ମାଓବାଦୀ ଙ୍କ ଠାରୁ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ ହୋଇଛି । ଜବତ ମାଓ ସାମଗ୍ରୀ ମଧ୍ୟରେ ରହିଛି ୧୯ ଟି ବୋମା, ଦୁଇଟି ଅଫୁଟା ଲେଣ୍ଡମାଇନ ଓ ୮ ଟି ଜିଲୋଟିନ ଷ୍ଟିକ୍ । ଏ ଘଟଣା ସଂପର୍କରେ ସୂଚନା ଦେଇଛନ୍ତି ସୁକମା ଏସ୍ପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା