Masthead

ବିଶ୍ୱ ରଂଜନ ମଲ୍ଲିକଙ୍କୁ ଟିକେଟ ଘୋଷଣା ପରେ ବରୀରେ ଖୁସିର ମାହୋଲ

ବରୀ(ବଡ଼ ଖବର ବ୍ୟୁରୋ): ବିଶ୍ୱ ରଂଜନ ମଲ୍ଲିକଙ୍କୁ ଟିକେଟ ଘୋଷଣା ପରେ ବରୀ ବିଜେଡିରେ ଖୁସିର ମାହୋଲ । ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି ସପ୍ତମ ପର୍ଯ୍ୟାୟରେ ବରୀ ନିର୍ବାଚନ ମଣ୍ଡଳୀରେ ପାର୍ଥୀ ଘୋଷଣା କରିଛି ବିଜେଡି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡ଼ିରୁ ବିଶ୍ୱ ରଂଜନ ମଲ୍ଲିକଙ୍କ ନାମ ଘୋଷଣା କରିଛନ୍ତି । ବିଶ୍ଵରଂଜନ ଙ୍କୁ ବିଜେଡି ଟିକେଟ ଘୋଷଣା ପରେ ବରୀ ବିଜେଡିରେ ଖୁସିର ମାହୋଲ ସୃଷ୍ଟି ହୋଇଛି । ବରୀ ମୁଖ୍ୟ ବଜାର ଠାରେ ବିଜେଡ଼ି ସମର୍ଥକ ମାନେ ବାଣ ଫୁଟାଇ ଖୁସି ମନାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ