Masthead

ବିଶ୍ୱ ରଂଜନ ମଲ୍ଲିକଙ୍କୁ ଟିକେଟ ଘୋଷଣା ପରେ ବରୀରେ ଖୁସିର ମାହୋଲ

ବରୀ(ବଡ଼ ଖବର ବ୍ୟୁରୋ): ବିଶ୍ୱ ରଂଜନ ମଲ୍ଲିକଙ୍କୁ ଟିକେଟ ଘୋଷଣା ପରେ ବରୀ ବିଜେଡିରେ ଖୁସିର ମାହୋଲ । ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି ସପ୍ତମ ପର୍ଯ୍ୟାୟରେ ବରୀ ନିର୍ବାଚନ ମଣ୍ଡଳୀରେ ପାର୍ଥୀ ଘୋଷଣା କରିଛି ବିଜେଡି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡ଼ିରୁ ବିଶ୍ୱ ରଂଜନ ମଲ୍ଲିକଙ୍କ ନାମ ଘୋଷଣା କରିଛନ୍ତି । ବିଶ୍ଵରଂଜନ ଙ୍କୁ ବିଜେଡି ଟିକେଟ ଘୋଷଣା ପରେ ବରୀ ବିଜେଡିରେ ଖୁସିର ମାହୋଲ ସୃଷ୍ଟି ହୋଇଛି । ବରୀ ମୁଖ୍ୟ ବଜାର ଠାରେ ବିଜେଡ଼ି ସମର୍ଥକ ମାନେ ବାଣ ଫୁଟାଇ ଖୁସି ମନାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ