Masthead

ବୈଜୟନ୍ତ, ମାଳବିକା ଆଗୁଆ, ସପ୍ତଗିରି ଉଲାକା ଆଗୁଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚାଲିଛି ଭୋଟ ଗଣତି । କେନ୍ଦ୍ରାପଡ଼ା ଲୋକସଭା ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଗରେ । କଳାହାଣ୍ଡି ଲୋକସଭା ଆସନରେ ମାଳବିକା ଦେଓ ଆଗରେ ଅଛନ୍ତି ବଲାଙ୍ଗିର ଲୋକସଭା ଆସନରେ ସଙ୍ଗୀତା ସିଂଦେଓ ଆଗୁଆ । କୋରାପୁଟ ଲୋକସଭା ଆସନରେ କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକା ଏବଂ କନ୍ଧମାଳ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ସୁକାନ୍ତ ସାହୁ ଆଗୁଆ ରହିଛନ୍ତି ଅଛନ୍ତି । ସୁନ୍ଦରଗଡ଼ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଜୁଏଲ ଓରାମ ଆଗୁଆ ଅଛନ୍ତି । ଟିଟିଲାଗଡ଼ ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ନବୀନ ଜୈନ ଆଗୁଆ ଥିବା ବେଳେ ବିଜେଡି ପ୍ରାର୍ଥୀ ଟୁକୁନି ସାହୁ ପଛରେ ଅଛନ୍ତି । ବ୍ରହ୍ମଗିରି ଆସନରେ ବିଜେପି ପ୍ରାର୍ଥୀ ଉପାସନା ମହାପାତ୍ର ଆଗରେ ଥିବା ବେଳେ ବିଜେଡି ପ୍ରାର୍ଥୀ ଆଗରେ ଅଛନ୍ତି ରାଉରକେଲାରେ ବିଜେପି ପ୍ରାର୍ଥୀ ଦିଲ୍ଲୀପ ରାୟ ଆଗୁଆ ଅଛନ୍ତି । ପିପିଲିରେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଆଗୁଆ ଥିବା ବେଳେ ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ ପଛରେ ପଡ଼ି ଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର