Masthead

ବ୍ରହ୍ମପୁରରେ ୭୮ତମ ସ୍ୱାଧୀନତା ଦିବସ ଅନୁଷ୍ଠିତ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ୭୮ତମ ସ୍ୱାଧୀନତା ଦିବସ ବ୍ରହ୍ମପୁର ଖଲିକୋଟ ଷ୍ଟାଡିୟମ୍ ଠାରେ ମହା ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ ଏବଂ ମା ମେଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ଜିଲ୍ଲା ପୋଲିସ ସହ ସୁରକ୍ଷା ବାହିନୀ ଓ ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ସମର ଶିକ୍ଷାର୍ଥୀ ବାହିନୀ, ସ୍କାଉଟ ଛାତ୍ର ଛାତ୍ରୀ ମାନେ ପ୍ୟାରିଟରେ ଭାଗ ଦେଇଥିଲେ । ଏହା ସହିତ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀ ମାନେ ଚିତ୍ତାକର୍ଷକ ନୃତ୍ୟ ଓ ଡେୟାର ଡେଭିଲ୍ସ ସୋ ପରିବେଷଣ କରି ସମସ୍ତଙ୍କ ମନ ମୋହିଲେ । ଏହି ପରିପ୍ରେକ୍ଷୀରେରେ କୃତି ଛାତ୍ର ଛାତ୍ରୀ, ପୋଲିସ ଓ ସୁରକ୍ଷା କର୍ମୀ ମାନଙ୍କ ସାହସିକତା ପାଇଁ ଅତିଥି ଜିଲ୍ଲାପାଳ ପୁରସ୍କୃତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା