Masthead

ବ୍ରହ୍ମପୁରରେ ୭୮ତମ ସ୍ୱାଧୀନତା ଦିବସ ଅନୁଷ୍ଠିତ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ୭୮ତମ ସ୍ୱାଧୀନତା ଦିବସ ବ୍ରହ୍ମପୁର ଖଲିକୋଟ ଷ୍ଟାଡିୟମ୍ ଠାରେ ମହା ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ ଏବଂ ମା ମେଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ଜିଲ୍ଲା ପୋଲିସ ସହ ସୁରକ୍ଷା ବାହିନୀ ଓ ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ସମର ଶିକ୍ଷାର୍ଥୀ ବାହିନୀ, ସ୍କାଉଟ ଛାତ୍ର ଛାତ୍ରୀ ମାନେ ପ୍ୟାରିଟରେ ଭାଗ ଦେଇଥିଲେ । ଏହା ସହିତ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀ ମାନେ ଚିତ୍ତାକର୍ଷକ ନୃତ୍ୟ ଓ ଡେୟାର ଡେଭିଲ୍ସ ସୋ ପରିବେଷଣ କରି ସମସ୍ତଙ୍କ ମନ ମୋହିଲେ । ଏହି ପରିପ୍ରେକ୍ଷୀରେରେ କୃତି ଛାତ୍ର ଛାତ୍ରୀ, ପୋଲିସ ଓ ସୁରକ୍ଷା କର୍ମୀ ମାନଙ୍କ ସାହସିକତା ପାଇଁ ଅତିଥି ଜିଲ୍ଲାପାଳ ପୁରସ୍କୃତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ