Masthead

ଭବାନୀପାଟଣା ଗସ୍ତରେ ଖାଉଟି କଲ୍ୟାଣ ମନ୍ତ୍ରୀ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭବାନୀପାଟଣାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଜିଲ୍ଲା ବିଜେପି ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଜିଲ୍ଲା ପ୍ରଶାସନ ସହ ବୈଠକ । ମନ୍ତ୍ରୀପଦ ପାଇଲା ପରେ ପ୍ରଥମ ଥର ପାଇଁ କଳାହାଣ୍ଡି ପହଞ୍ଚି ଥିଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଭବାନୀପାଟଣା ସ୍ଥିତ ପ୍ରଦକ୍ଷଣ ଗୃହରେ ଜିଲ୍ଲା ବିଜେପି ତାଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ବିଜେପି ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର ଯୁବ ମୋର୍ଚ୍ଚା ଜିଲ୍ଲା ସଭାପତି ବିଜୟ ଦେବ ସାହୁ କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି କେଶରୀ ଦୁର୍ଗାଙ୍କ ସହ ବିଜେପି ଏବଂ ଭାରତୀୟ ଜନତା ଯୁବ ମୋର୍ଚ୍ଚାର କର୍ମୀ ଉପସ୍ଥିତ ରହିଥିଲେ । ପରେ ଜିଲ୍ଲା ପ୍ରଶାସନ ସହ ସାକ୍ଷାତ ସହ ଛୋଟ ସମୀକ୍ଷା ବୈଠକ କଲେ ମନ୍ତ୍ରୀ । ବୈଠକରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦର୍ୱାନ୍ । ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ୍ ଦାସ୍ ଙ୍କ ସହ ଯୋଗାଣ ବିଭାଗ ଅଧିକାରୀ ଉପସ୍ଥିତ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ