ଭିଜିଲାନ୍ସ ଚଢ଼ାଉ

ରାୟଗଡା: ଠିକାଦାରଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ କାଶିପୁର ଵ୍ଳକ କିରାଣୀ ପ୍ରକାଶ ଚନ୍ଦ୍ର ସାହୁ। କାଶୀପୁର ବ୍ଲକ ଅନ୍ତର୍ଗଜ ଡଙ୍ଗାସିଲ ଗ୍ରାମର ଏକ ଯାତ୍ରୀ ଵିଶ୍ରାମାଗାର ର ନିର୍ମାଣପାଇଁ କିରାଣୀ ପ୍ରକ ଚନ୍ଦ୍ର ସାହୁ ଠିକାଦାର ବିଳାସ କୁମାର ନାୟକ ଙ୍କୁ ୪ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଆତିଷ୍ଟ ହୋଇ ଠିକାଦାର ଭିଜିଲାନ୍ସ ରେ ଅଭିଯୋଗ କରିଥିଲେ। ମୂଲଚାଲ ପରେ ଆଜି ଟଙ୍କା ଦେବାପାଇଁ ସ୍ଥିର ହୋଇଥିଲା। ରାୟଗଡା ଏବଂ ଭବାନୀପାଟଣା ଭିଜିଲାନ୍ସ ଟିମର ଯୋଜନା ମୁତାବକ କାର୍ଯ୍ୟାଳୟ ଭିତରେ ଟଙ୍କା ଦେଇଥିଲେ। ତେବେ ପୂର୍ବରୁ ଛପି ରହିଥିବା ରାୟଗଡା ଓ ଭବାନୀପାଟଣା ଭିଜିଲାନ୍ସ ଟିମ୍ ଚଢାଉ କରିଥିଲେ ଏବଂ ୪୦୦୦ଟଙ୍କା ହାତରେ ଧରିଥିବା ଅବସ୍ଥାରେ କିରାଣୀ ପ୍ରକାଶ ଙ୍କୁ କାବୁ କରିବାରେ ସମର୍ଥ ହୋଇଥିଲେ। ଘଟଣା ସ୍ଥଳରେ କିରାଣୀ ପ୍ରକାଶଙ୍କୁ ଗିରଫ କରିଥିଲେ। ଅଭିଯୁକ୍ତକୁ ରାୟଗଡ଼ା କାର୍ଯ୍ୟାଳୟକୁ ଆଣି ଘଟଣା ସମ୍ପର୍କରେ ଅଧିକ ତଦନ୍ତ କରାଯିବ ବୋଲି ସୂଚନା ଡିଏସପି ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’