Masthead

ଭିଜିଲାନ୍ସ ଜାଲରେ ଏଏସ୍ଆଇ ଆଲୋକ କୁମାର ଷଢଙ୍ଗୀ

କଟକ (ବଡ଼ ଖବର ବ୍ୟୁରୋ) ଭଦ୍ରେଶ୍ୱର ଥାନା ଉପରେ ଭିଜିଲାନ୍ସ ଚଢ଼ାଉ । ଭିଜିଲାନ୍ସ ଜାଲରେ ଏଏସ୍‌ଆଇ ଆଲୋକ କୁମାର ଷଢଙ୍ଗୀ । ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ ହାତରେ ଧରାପଡିଛନ୍ତି । ସ୍ଥାନୀୟ ଅଞ୍ଚଳର ଜଗବନ୍ଧୁ ରାଉତ ନାମକ ଜନୈକ ବ୍ୟକ୍ତକୁ ଏକ କେଶରେ କୋହଳ ଦଫା ଲଗାଇବାକୁ କହି ଲାଞ୍ଚ ନେଉଥିଲେ । ଏହିସମୟରେ ୨ ଜଣିଆ ଭିଜିଲାନ୍ସ ଏ ଏସ ଆଇକୁ ଗିରଫ କରିଛି ।

ଲାଞ୍ଚ ନେଇ ଧରାପଡ଼ିବା ପରେ ଏଏସ୍‌ଆଇ ଆଲୋକ କୁମାର ଷଡ଼ଙ୍ଗୀଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା। ଭିଜିଲାନ୍ସ ପକ୍ଷରୁ ଏହି ଘଟଣାରେ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ