Masthead

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଆୟ ବହିର୍ଭୃତ ସମ୍ପତି ଠୁଳ ଅଭିଯୋଗରେ ଜୁନିୟର ଇଞ୍ଜିନିୟରଙ୍କ ଘରେ ରେଡ୍

ଭୁବନେଶ୍ୱର(ବଡ଼ ଖବର ବୁ୍ୟରୋ) ଆୟ ବହିର୍ଭୃତ ସମ୍ପତି ଠୁଳ ଅଭିଯୋଗରେ ଜୁନିୟର ଇଞ୍ଜିନିୟରଙ୍କ ଘରେ ରେଡ୍ । ଭିଜିଲାନ୍ସ ଶୁକ୍ରବାର ନୂଆପଡ଼ା ଆର ଆଣ୍ଡ ବି ଡିଭିଜନ ଅଧୀନରେ ଖରିଆରରେ କାର୍ଯ୍ୟରତ ଜୁନିୟର ଇଞ୍ଜିନିୟର ସୁଶାନ୍ତ କୁମାର ସେଠୀଙ୍କ ବିରୋଧରେ ତଦନ୍ତ ଆରମ୍ଭ କରିଛି ।

ଭୁବନେଶ୍ୱର, ପିପିଲି(ପୁରୀ) ଓ ନୂଆପଡ଼ାରେ ଥିବା ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି । ଏହି ଚଢ଼ାଉ ଭୁବନେଶ୍ୱର ସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରବତିଙ୍କ ଦ୍ୱାରା ଜାରି କରାଯାଇଛି । ଭିଜିଲାନ୍ସ ସୂତ୍ରରୁ ପ୍ରକାଶ ସୂଚନା ଅନୁଯାୟୀ ଏହି ଚଢ଼ାଉ ସୁଶାନ୍ତ କୁମାର ସେଠୀଙ୍କ ଜଣାଶୁଣା ଆୟ ଅପେକ୍ଷା ଅଧିକ ସମ୍ପତି ଅର୍ଜନ ଅଭିଯୋଗ ଉପରେ ହୋଇଛି ।

ଏହି ସମ୍ପତିଗୁଡ଼ିକ ମଧ୍ୟରେ ତିନି ମହଲା ବିଶିଷ୍ଟ ବିଲଡିଂ, ନିର୍ମାଣଧୀନ ଘର, ଫାର୍ମହାଉସ ଏବଂ ଆତ୍ମୀୟ ଓ ସହଯୋଗୀଙ୍କ ନାମରେ ଥିବା ସମ୍ପତି ଅନ୍ତର୍ଭୁକ୍ତ । ତେବେ ଚଢ଼ାଉ ଏବେ ପର୍ଯ୍ୟନ୍ତ ଚାଲୁରହିଛି ଏବଂ ଆଗକୁ ଅଧିକ ତଥ୍ୟ ମିଳିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା