Masthead

ଭୁବନେଶ୍ୱରରେ ମୋଦି କରିବେ ରୋଡ୍ ସୋ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଜୟଦେବ ବିହାରରୁ ଜନତା ମଇଦାନ ଯାଏଁ କରିବେ ରୋଡ୍ ସୋ’ କରିବେ ମୋଦି । ଆସନ୍ତା ୧୨ ତାରିଖ ଅପରାହ୍ନରେ ଜନତା ମଇଦାନ ପର୍ୟ୍ୟନ୍ତ ରୋଡ୍ ସୋ କରିବେ ବୋଲି ସୂଚନା ମିଳିଛି । ଏହାସହ ଜନତା ମଇଦାନରେ ନରେନ୍ଦ୍ର ମୋଦି ପ୍ରେସମିଟ୍ ମଧ୍ୟ କରିବେ । ତେବେ ଆସନ୍ତା ୧୨ ତାରିଖରେ ଓଡିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଏଥିପାଇଁ ବିଜେପିର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଅମିତ ଶାହା, ଜେପି ନଡ୍ଡା, ଯୋଗୀ ଆଦିତ୍ୟନାଥ, ହିମନ୍ତ ବିଶ୍ୱଶର୍ମାଙ୍କ ଭଳି ନେତା ଓଡିଶା ଆସିବେ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା