Masthead

ମଣିପୁର ହିଂସା, ସରକାରୀ ବାସଭବନରୁ ଘୋଷାଡ଼ି ଆଣି ହତ୍ୟା

ମଣିପୁର (ବଡ଼ ଖବର ବ୍ୟୁରୋ):  ମଣିପୁର ହିଂସା । ହିଂସାରେ ସମ୍ନାକୁ ଆସିଛି ଏକ ବଡ଼ ଖବର । ଦଙ୍ଗାକାରୀ ସରକାରୀ ବାସଭବନରୁ ଜଣକୁ ଟାଣି ଆଣି ହତ୍ୟା କରିଛନ୍ତି । ଇମ୍ଫାଲର ଆୟକର ବିଭାଗର ଜଣେ ଅଧିକାରୀଙ୍କୁ ତାଙ୍କ ସରକାରୀ ବାସଭବନରୁ ଟାଣିନେଇ ହତ୍ୟା କରିଛନ୍ତି ଦଙ୍ଗାକାରୀ । ମୃତକ ହେଲେ ଲେମନଥାଙ୍ଗ ହାଓକିପ ।

ସେ ଇମ୍ଫାଲରେ ଟ୍ୟାକ୍ସ ଆସିଷ୍ଟାଣ୍ଡ ଭାବେ କାମ କରୁଥିଲେ । ଯାହାକୁ ନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଭାରତୀୟ ରାଜସ୍ୱ ସେବା ସଂଘ(ଆଇଆରଏସ) । ସଂଘ ଏହି ଘଟଣାକୁ ତୀବ୍ର ନିନ୍ଦା କରିଛି। ସଂଘ କହିଛି, ହିଂସାକାଣ୍ଡ ସମୟରେ ଲେମନଥାଙ୍ଗକୁ ତାଙ୍କ ବାସଭବନରୁ ଘୋଷାଡି ଆଣି ଦଙ୍ଗାକାରୀମାନେ ପିଟି ପିଟି ମାରି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା