Masthead

ମଦୁଆ ଡ୍ରାଇଭରଙ୍କୁ ଧରିବାକୁ ରାଜ୍ୟରେ ଚାଲିଛି ସ୍ଵତନ୍ତ୍ର ଅଭିଯାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଦୁଆ ଡ୍ରାଇଭରଙ୍କୁ ଧରିବାକୁ ରାଜ୍ୟରେ ଚାଲିଛି ସ୍ଵତନ୍ତ୍ର ଅଭିଯାନ । ପ୍ରଥମଦିନରେ ଧରାପଡ଼ିଛନ୍ତି ୨୬୮ ମଦୁଆ ଡ୍ରାଇଭର । ଏନେଇ ସୂଚନା ଦେଇଛନ୍ତି ଏନଫୋର୍ସମେଣ୍ଟ ଅତିରିକ୍ତ କମିଶନର । ୩ ଦିନ ଧରି ଚାଲିବ ଏହି ଅଭିଯାନ । ଗତକାଲି ରାତିରୁ ଆରମ୍ଭ ହୋଇଛି ଏହି ଅଭିଯାନ । ଅପରାହ୍ନ ୩ଟାରୁ ରାତି ୧୨ଟା ପର୍ୟ୍ୟନ୍ତ ଚେକିଂ କରାଯାଉଛି ।

ଏପ୍ରିଲ ପ୍ରଥମ ସପ୍ତାହକୁ ‘ଜିରୋ କାଜୁଆଲିଟି’ ସପ୍ତାହ ରୂପେ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ସଡକ ଦୁର୍ଘଟଣା ହ୍ରାସ ପାଇଁ ସରକାରଙ୍କ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଉଛି । ବିଶେଷକରି ଦ୍ରୁତଗତିରେ ଗାଡି ଚଳାଉଥିବା ଓ ମଦ ପିଇ ଗାଡି ଚଳାଉଥିବା ଡ୍ରାଇଭରମାନଙ୍କୁ ଧରି ସେମାନଙ୍କ ଲାଇସେନ୍ସ ରଦ୍ଦ ସହିତ ଆର୍ଥିକ ଦଣ୍ଡ ଲଗାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ