Masthead

ମନକିଣୁଛି ଆଦିବାସୀ ଝିଅ ନମିତା ଙ୍କ ନିଆରା ସ୍ଵର।

କୋରାପୁଟ:
ମନକିଣୁଛି ଆଦିବାସୀ ଝିଅ ନମିତା ଙ୍କ ନିଆରା ସ୍ଵର ।
କୋରାପୁଟ୍_ଝିଅ_ଏବେ_ସୋସିଆଲ_ମିଡିଆ_ସେନସେସନ ହିନ୍ଦୀ ଗୀତ ଗାଇବା ରେ ଯେତିକି ମାହିର ଓଡ଼ିଆ ଓ ଆଦିବାସୀ ଗୀତ ଗାଇବାରେ ବି ସେତିକି ମାହିର। ଇଏ ହେଉଛନ୍ତି ଦୁର୍ଗମ ଓ ପାହାଡ଼ିଆ ଅଞ୍ଚଳର ୧୫ ବର୍ଷର ଆଦିବାସୀ ଝିଅ ନମିତା ମେଲେକା। ସେ କୋରୋପୁଟ୍ ଜିଲ୍ଲାର ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ଗିନ୍ତାଗୁଡ଼ା ଗ୍ରାମର ହେଲେ ତାଙ୍କ ସ୍ୱରକୁ ନେଇ ଏବେ ସବୁଠି ଚର୍ଚ୍ଚା। ସେ ଗାଇଥିବା ‘ମାହି ତେରେ ଚୁନରିୟା’ ଓ ‘ମିଲେ ହୋ ତୁମ ହମକୋ’ ହିନ୍ଦୀ ଗୀତ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ