Masthead

ମନକିଣୁଛି ଆଦିବାସୀ ଝିଅ ନମିତା ଙ୍କ ନିଆରା ସ୍ଵର।

କୋରାପୁଟ:
ମନକିଣୁଛି ଆଦିବାସୀ ଝିଅ ନମିତା ଙ୍କ ନିଆରା ସ୍ଵର ।
କୋରାପୁଟ୍_ଝିଅ_ଏବେ_ସୋସିଆଲ_ମିଡିଆ_ସେନସେସନ ହିନ୍ଦୀ ଗୀତ ଗାଇବା ରେ ଯେତିକି ମାହିର ଓଡ଼ିଆ ଓ ଆଦିବାସୀ ଗୀତ ଗାଇବାରେ ବି ସେତିକି ମାହିର। ଇଏ ହେଉଛନ୍ତି ଦୁର୍ଗମ ଓ ପାହାଡ଼ିଆ ଅଞ୍ଚଳର ୧୫ ବର୍ଷର ଆଦିବାସୀ ଝିଅ ନମିତା ମେଲେକା। ସେ କୋରୋପୁଟ୍ ଜିଲ୍ଲାର ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ଗିନ୍ତାଗୁଡ଼ା ଗ୍ରାମର ହେଲେ ତାଙ୍କ ସ୍ୱରକୁ ନେଇ ଏବେ ସବୁଠି ଚର୍ଚ୍ଚା। ସେ ଗାଇଥିବା ‘ମାହି ତେରେ ଚୁନରିୟା’ ଓ ‘ମିଲେ ହୋ ତୁମ ହମକୋ’ ହିନ୍ଦୀ ଗୀତ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ