Masthead

ମହାରାଷ୍ଟ୍ର-ମଧ୍ୟପ୍ରଦେଶରେ ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପ

ଦୁଇଟି ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) :ଦୁଇଟି ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରି । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ପ୍ରଦାନ କରିଛନ୍ତି । ମହାରାଷ୍ଟ୍ର ଏବଂ ମଧ୍ୟପ୍ରଦେଶର ଚାରୋଟି ଜିଲ୍ଲାକୁ କଭର କରୁଥିବା ଦୁଇଟି ପ୍ରକଳ୍ପ ଭାରତୀୟ ରେଳବାଇର ବିଦ୍ୟମାନ ନେଟୱାର୍କକୁ ପ୍ରାୟ ୧୭୬ କିଲୋମିଟର ବୃଦ୍ଧି କରାଯିବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସିସିଇଏ, ଯାତ୍ରୀ ଏବଂ ସାମଗ୍ରୀର ଦ୍ରୁତ ପରିବହନ ତୀବ୍ର କରିବା ପାଇଁ ଦୁଇଟି ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପକୁ ବୁଧବାର ଦିନ ମଞ୍ଜୁରୀ କରିଛନ୍ତି । ସରକାରୀ ତଥ୍ୟ ଅନୁଯାୟୀ ପ୍ରକଳ୍ପ ଗୁଡ଼ିକର ଆନୁମାନିକ ମୂଲ୍ୟ ୩ ହଜାର ୩୯୯କୋଟି ଏବଂ ଏହା ୨୦୨୯-୩୦ ସୁଦ୍ଧା ସମ୍ପୂର୍ଣ୍ଣ ହେବ । ଏହି ପ୍ରକଳ୍ପ ଗୁଡ଼ିକ ପ୍ରଧାନମନ୍ତ୍ରୀ-ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନର ମଲ୍ଟି-ମୋଡାଲ ସଂଯୋଗୀକରଣର ଫଳାଫଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ