Masthead

ମହାରାଷ୍ଟ୍ର-ମଧ୍ୟପ୍ରଦେଶରେ ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପ

ଦୁଇଟି ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) :ଦୁଇଟି ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରି । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ପ୍ରଦାନ କରିଛନ୍ତି । ମହାରାଷ୍ଟ୍ର ଏବଂ ମଧ୍ୟପ୍ରଦେଶର ଚାରୋଟି ଜିଲ୍ଲାକୁ କଭର କରୁଥିବା ଦୁଇଟି ପ୍ରକଳ୍ପ ଭାରତୀୟ ରେଳବାଇର ବିଦ୍ୟମାନ ନେଟୱାର୍କକୁ ପ୍ରାୟ ୧୭୬ କିଲୋମିଟର ବୃଦ୍ଧି କରାଯିବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସିସିଇଏ, ଯାତ୍ରୀ ଏବଂ ସାମଗ୍ରୀର ଦ୍ରୁତ ପରିବହନ ତୀବ୍ର କରିବା ପାଇଁ ଦୁଇଟି ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପକୁ ବୁଧବାର ଦିନ ମଞ୍ଜୁରୀ କରିଛନ୍ତି । ସରକାରୀ ତଥ୍ୟ ଅନୁଯାୟୀ ପ୍ରକଳ୍ପ ଗୁଡ଼ିକର ଆନୁମାନିକ ମୂଲ୍ୟ ୩ ହଜାର ୩୯୯କୋଟି ଏବଂ ଏହା ୨୦୨୯-୩୦ ସୁଦ୍ଧା ସମ୍ପୂର୍ଣ୍ଣ ହେବ । ଏହି ପ୍ରକଳ୍ପ ଗୁଡ଼ିକ ପ୍ରଧାନମନ୍ତ୍ରୀ-ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନର ମଲ୍ଟି-ମୋଡାଲ ସଂଯୋଗୀକରଣର ଫଳାଫଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା