Masthead

ମାଈ ହାତୀର ମୃତଦେହ ଠାବ ଘଟଣାରେ ୩ ଗିରଫ

ବାରିପଦା (ବଡ଼ ଖବର ବ୍ୟୁରୋ): ମାଈ ହାତୀର ମୃତଦେହ ଠାବ ଘଟଣାରେ ୩ ଭାଇ ଗିରଫ ହୋଇଛନ୍ତି । ରାସଗୋବିନ୍ଦପୁର ରେଞ୍ଜ ନାକିଚୁଆଁ ଗାଁରେ ହାତୀ ମୃତଦେହ ମିଳିଥିଲା । ଘଟଣାର ପର୍ଦ୍ଦାଫାସ କରି ୩ ଭାଇଙ୍କୁ ଗିରଫ କରିଛି ବନବିଭାଗ । ହାତୀ ଘରେ ପଶିଯିବା ଭୟରେ ଲୁହା ତାର ବାଡ଼ରେ କରେଣ୍ଟ ଲଗାଇଥିଲେ ଜେଉଁ କରେଣ୍ଟ ତାର ସଂସ୍ପର୍ଶରେ ଆସି ହାତୀର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା