Masthead

ମାନବିକତା ଦେଖାଇଲେ ସ୍ଥାନୀୟ ବସିନ୍ଦା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ମାନବିକତାର ପରିଚୟ ଦେଇଛନ୍ତି ବାଲେଶ୍ୱର ଓ ଭଦ୍ରକବାସୀ । ଜୀବନକୁ ବାଜିଲଗାଇ ଆହତମାନଙ୍କୁ ଉଦ୍ଧାର କରିବା, ଆହତମାନଙ୍କୁ ଡାକ୍ତରଖାନାରେ ସେବା ଯୋଗାଇ ଦେଇଥିଲେ ସ୍ଥାନୀୟ ଲୋକେ ।
ଆହତମାନଙ୍କୁ ରକ୍ତ ଦେବାକୁ ଶହ ଶହ ଲୋକ ବାଲେଶ୍ୱର ଓ ଭଦ୍ରକ ଡାକ୍ତରଖାନାରେ ଧାଡିରେ ଠିଆ ହୋଇଛନ୍ତି । ଏଭଳି ସଙ୍କଟ ବେଳେ ପ୍ରତିଟି ଓଡ଼ିଆଙ୍କ ମାନବିକତା ଦେଖି ମୁଣ୍ଡ ନଇଁଯିବା ସ୍ୱାଭାବିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା