Masthead

ମୁଖ୍ୟମନ୍ତ୍ରୀ କାହାକୁ ସପୋର୍ଟ କରନ୍ତି ନାହିଁ : ଭାଗୀରଥୀ ସେଠୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇଟି ରେଡକୁ ନେଇ ବିଜେଡି ବିଧାୟକଙ୍କ ପ୍ରତିକ୍ରିୟା । ଆଇଟି ରେଡ ହେଲେ ମଧ୍ୟ କିଛି ଯାଏ ଆସେ ନାହିଁ। ଆଇଟି ରେଡରେ ଯିଏ ପଡିବ ସେ ବୁଝିବ ବୋଲି କହିଛନ୍ତି ବିଜେଡି ବିଧାୟକ ଭାଗୀରଥୀ ସେଠୀ । ସେ କହିଛନ୍ତି ମୁଖ୍ୟମନ୍ତ୍ରୀ କାହାକୁ ସପୋର୍ଟ କରନ୍ତି ନାହିଁ। ଆଇନ ତା ବାଟରେ ଯିବ। ବିଜେପି, କଂଗ୍ରେସ ସମ୍ପୂର୍ଣ୍ଣ ମିଛ କଥା କହୁଛନ୍ତି। ବିଜେଡି ଇଙ୍ଗିତରେ କୌଣସି କାମ ହେଉ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ