Masthead

ମୁଖ୍ୟମନ୍ତ୍ରୀ କାହାକୁ ସପୋର୍ଟ କରନ୍ତି ନାହିଁ : ଭାଗୀରଥୀ ସେଠୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇଟି ରେଡକୁ ନେଇ ବିଜେଡି ବିଧାୟକଙ୍କ ପ୍ରତିକ୍ରିୟା । ଆଇଟି ରେଡ ହେଲେ ମଧ୍ୟ କିଛି ଯାଏ ଆସେ ନାହିଁ। ଆଇଟି ରେଡରେ ଯିଏ ପଡିବ ସେ ବୁଝିବ ବୋଲି କହିଛନ୍ତି ବିଜେଡି ବିଧାୟକ ଭାଗୀରଥୀ ସେଠୀ । ସେ କହିଛନ୍ତି ମୁଖ୍ୟମନ୍ତ୍ରୀ କାହାକୁ ସପୋର୍ଟ କରନ୍ତି ନାହିଁ। ଆଇନ ତା ବାଟରେ ଯିବ। ବିଜେପି, କଂଗ୍ରେସ ସମ୍ପୂର୍ଣ୍ଣ ମିଛ କଥା କହୁଛନ୍ତି। ବିଜେଡି ଇଙ୍ଗିତରେ କୌଣସି କାମ ହେଉ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ