Masthead

ମୂଷାକୁ ସ୍ବର୍ଣ୍ଣ ପଦକ !

ଲ୍ୟାଣ୍ଡ ମାଇନ୍ସ ଠାବ କରିବାରେ ସଫଳ ହୋଇଥିବା ଏକ ମୂଷାକୁ ସ୍ବର୍ଣ୍ଣ ପଦକ ବିଜେତା ଭାବେ ଘୋଷଣା କରାଯାଇଛି। ଆଫ୍ରିକାରୁ ଅଣାଯାଇଥିବା ଏହି ମୂଷାର ନାମ ମାଗୱା। ୭ ବର୍ଷ ମଧ୍ୟରେ ଏହି ମୂଷାଟି କାମ୍ବୋଡ଼ିଆରେ ୩୯ଟି ଲ୍ୟାଣ୍ଡ ମାଇନ୍ସ ଓ ୨୮ ବିସ୍ଫୋରକ ଠାବ କରିବାରେ ସଫଳ ହୋଇଛି। ମୂଷାଟିର ସାହସିକତାକୁ ଦୃଷ୍ଟିରେ ରଖି ବ୍ରିଟେନର ଏକ ସଂସ୍ଥା ସାହାସୀ ମୂଷାଟିକୁ ସ୍ବର୍ଣ୍ଣ ପଦକ ଦେଇ ସମ୍ମାନିତ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ