Masthead

ମୋଦିଙ୍କୁ ଭେଟିଲେ ହେମନ୍ତ ସୋରେନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ହେମନ୍ତ ସୋରେନ । ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଉଭୟ ନେତାଙ୍କ ମଧ୍ୟରେ ଔପଚାରିକ ସାକ୍ଷାତ,ଆଲୋଚନା ହୋଇଛି । ଏହାର ଫଟୋ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟର ସୋଶାଲ ମିଡିଆ ଆକାଉଣ୍ଟରେ ଅପଲୋଡ ହୋଇଥିବା ବେଳେ ଉଭୟଙ୍କ ମଧ୍ୟରେ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଛି ତାହା ସ୍ପଷ୍ଟ ହୋଇନି। ତେବେ ଏହାକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇ ଯାଇଛି।

ଜମି ଦୁର୍ନୀତି ମାମଲାରେ ହାଇକୋର୍ଟରୁ ଜାମିନ ପାଇବା ପରେ ଗତ ଜୁନ୍‌ ୨୮ରେ ହେମନ୍ତ ସୋରେନ ଜେଲ୍‌ରୁ ମୁକୁଳିଥିଲେ । ଏହାରେ ସେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ